Isaiah 37:25 — Compare Translations

5 translations compared side by side

Odia - 1840
"ଆମ୍ଭେ କୂପ ଖାେଳି ଜଳପାନ କରିଅଛୁ। ପୁଣି ମିଶରର ନଦୀସବୁକୁ ଶୁଷ୍କ କରାଇ ତା ଉପ ରେ ପଦଚାରଣା କରିଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କୂପ ଖୋଳି ଜଳପାନ କରିଅଛୁ। ପୁଣି ମିଶରର ନଦୀସବୁକୁ ଶୁଷ୍କ କରାଇ ତା’ ଉପରେ ପଦଗ୍ଭରଣା କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।