Isaiah 37:26 — Compare Translations
5 translations compared side by side
Odia - 1840
"ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ'ଣ ଶୁଣି ନାହଁ, ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ବଂସ କରି ଢ଼ିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ’ଣ ଶୁଣି ନାହଁ, “ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ୱଂସ କରି ଢିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ’ଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।