Isaiah 37:27 — Compare Translations

5 translations compared side by side

Odia - 1840
"ଏଣୁ ସହେି ନଗର ବାସିନ୍ଦା ଅଳ୍ପଶକ୍ତି ବିଶିଷ୍ଟ ହେଲେ। ସମାନେେ ହତାଶ ଓ ବିଭ୍ରାନ୍ତ ହେଲେ। ସମାନେେ କ୍ଷେତ୍ରର ଘାସ ଓ ନବୀନ ତୃଣ କର୍ତ୍ତନ ସଦୃଶ, ଗୃହ ଛାତର ଉପରିସ୍ଥ ଘାସ ଓ ଅପକ୍ବ ଶସ୍ଯକ୍ଷେତ୍ର ତୁଲ୍ଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହ-ଛାତର ଉପରିସ୍ଥ ଘାସ ଓ ଅପକ୍ଵ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେହି ନଗର ବାସିନ୍ଦା ଅଳ୍ପଶକ୍ତି ବିଶିଷ୍ଟ ହେଲେ। ସେମାନେ ହତାଶ ଓ ବିଭ୍ରାନ୍ତ ହେଲେ। ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ କର୍ତ୍ତନ ସଦୃଶ, ଗୃହ ଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।