Isaiah 37:28 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭେ କବେେ ଉଠିବ, ବସିବ, ବାହାରକୁ ୟିବ, ଭିତରକୁ ଆସିବ, ପୁଣି ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବ, ଏସବୁ ଆମ୍ଭେ ଜାଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭର ବସିବାର ଓ ବାହାରେ ଯିବାର ଓ ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ କେବେ ଉଠିବ, ବସିବ, ବାହାରକୁ ଯିବ, ଭିତରକୁ ଆସିବ, ପୁଣି ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରିବ, ଏସବୁ ଆମ୍ଭେ ଜାଣୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।