Isaiah 37:29 — Compare Translations

5 translations compared side by side

Odia - 1840
"ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋର୍ଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠ ରେ ଲଗାମ ହବେ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସହେି ବାଟରେ ତୁମ୍ଭମାନେେ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସେହି ବାଟରେ ତୁମ୍ଭେମାନେ ଫେରିଯିବ।””
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”