Isaiah 37:3 — Compare Translations
5 translations compared side by side
Odia - 1840
"ସମାନେେ ଯିଶାଇୟଙ୍କୁ କହିଲେ, ହିଜକିଯ ଏହା କହିଛନ୍ତି। ଆଜି ଦିନ ଆପଦ ଅନୁୟୋଗ ଓ ଅପମାନର ଦିନ, କାରଣ ଜନ୍ମ ହବୋକୁ ବସିଛି, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ତାଙ୍କୁ କହିଲେ, ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ଵାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିଶାଇୟଙ୍କୁ କହିଲେ, “ହିଜକିୟ ଏହା କହିଛନ୍ତି। ଆଜି ଦିନ ଆପଦ ଅନୁଯୋଗ ଓ ଅପମାନର ଦିନ, କାରଣ ଜନ୍ମ ହେବାକୁ ବସିଛି, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।