Isaiah 37:30 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ହିଜକିଯଙ୍କୁ କହିଲେ, ଏହା ତୁମ୍ଭ ପାଇଁ ଏକ ଚିହ୍ନ ହବେ। ଏହି ବର୍ଷ ସ୍ବଯଂ ଉତ୍ପନ୍ନ ଶସ୍ଯରୁ ଓ ଦ୍ବିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ଯରୁ ଭୋଜନ କରିବ। ପୁଣି ତୃତୀୟ ବର୍ଷ ବୀଜ ବୁଣି ପ୍ରଚୁର ଶସ୍ଯ ଅମଳ କରିବ ଓ ଦ୍ରାକ୍ଷାକ୍ଷେତ୍ର କରି ତାହାର ଫଳ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କ ପାଇଁ ସଦାପ୍ରଭୁଙ୍କ ବାର୍ତ୍ତା ତା’ପରେ ସଦାପ୍ରଭୁ ହିଜକିୟଙ୍କୁ କହିଲେ, “ଏହା ତୁମ୍ଭ ପାଇଁ ଏକ ଚିହ୍ନ ହେବ। ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟରୁ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟରୁ ଭୋଜନ କରିବ। ପୁଣି ତୃତୀୟ ବର୍ଷ ବୀଜ ବୁଣି ପ୍ରଚୁର ଶସ୍ୟଅମଳ କରିବ ଓ ଦ୍ରାକ୍ଷାକ୍ଷେତ୍ର କରି ତାହାର ଫଳ ଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
Odia IRV 2017 (ଓଡିଆ ବାଇବେଲ)