Isaiah 37:31 — Compare Translations
5 translations compared side by side
Odia - 1840
"ଯିହୁଦା ବଂଶର ରକ୍ଷାପାଇଥିବା ଅବଶିଷ୍ଟାଂଶ ଲୋକେ ପୁନର୍ବାର ବଢ଼ିବେ। ସମାନେେ ବୃକ୍ଷପରି ତଳକୁ ଚରେ ମାଡ଼ିବେ ଓ ଉପ ରେ ଫଳ ଫଳିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦା ବଂଶର ରକ୍ଷାପାଇଥିବା ଅବଶିଷ୍ଟାଂଶ ଲୋକେ ପୁନର୍ବାର ବଢ଼ିବେ। ସେମାନେ ବୃକ୍ଷପରି ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।