Isaiah 37:32 — Compare Translations
5 translations compared side by side
Odia - 1840
"କାରଣ ୟିରୁଶାଲମରୁ ରକ୍ଷାପ୍ରାପ୍ତ ଏହି ଅଳ୍ପ କେତକେ ଅବଶିଷ୍ଟ ଲୋକ ସିୟୋନ ପର୍ବତରୁ ବାହାରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଗଭୀର ପ୍ ରମରେ ସିଦ୍ଧତା ଦ୍ବାରା ଏହା ପ୍ରମାଣିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍ଯୋଗ ଏହା ସିଦ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯିରୁଶାଲମରୁ ରକ୍ଷାପ୍ରାପ୍ତ ଏହି ଅଳ୍ପ କେତେକ ଅବଶିଷ୍ଟ ଲୋକ ସିୟୋନ ପର୍ବତରୁ ବାହାରିବେ।” ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଗଭୀର ପ୍ରେମର ସିଦ୍ଧତା ଦ୍ୱାରା ଏହା ପ୍ରମାଣିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍ଯୋଗ ଏହା ସିଦ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍ଯୋଗ ଏହା ସିଦ୍ଧ କରିବ।