Isaiah 37:33 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ ଅଶୂରୀଯ ରାଜା ବିଷଯ ରେ ଏହିକଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହିକଥା କହନ୍ତି, “ସେ ଏହି ନଗରକୁ ଆସିବ ନାହିଁ କି ଏହି ନଗରକୁ ତୀର ମାରିବ ନାହିଁ। ପୁଣି ତା ସମ୍ମୁଖକୁ ଢାଲ ଧରି ଆସିବ ନାହିଁ କି ତାହା ବିରୁଦ୍ଧରେ ଆକ୍ରମଣ କରିବାକୁ ବନ୍ଧ ବାନ୍ଧିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।