Isaiah 37:34 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ବାକ୍ଯ ଅନୁସାରେ ସେ ଯେଉଁ ବାଟଦଇେ ଆସିଥିଲା ସହେି ବାଟରେ ଫରେିୟିବ। ସେ ଏ ନଗରକୁ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ସେ ଯେଉଁ ବାଟଦେଇ ଆସିଥିଲା ସେହି ବାଟରେ ଫେରିଯିବ। ସେ ଏ ନଗରକୁ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।