Isaiah 37:35 — Compare Translations
5 translations compared side by side
Odia - 1840
"ମୁଁ ମାେ ନିମନ୍ତେ ଓ ମାରେ ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷ ରେ ରହିବି ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋ’ ନିମନ୍ତେ ଓ ମୋର ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷରେ ରହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”