Isaiah 37:36 — Compare Translations
5 translations compared side by side
Odia - 1840
"ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ ।
Odia Bible ERV 2004 (ପବିତ୍ର ବାଇବଲ)
The Assyrian Army Is Destroyed ଏହା ପରେ ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ 185,000 ଲୋକଙ୍କୁ ସଂହାର କଲେ। ଯେତେବେଳେ ପ୍ରଭାତରେ ଲୋକମାନେ ଉଠିଲେ, ସେମାନଙ୍କ ଚତୁର୍ଦ୍ଦିଗରେ କେବଳ ଶବମାନ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।