Isaiah 37:38 — Compare Translations

5 translations compared side by side

Odia - 1840
"ଦିନେ ସନ୍ ହରେୀବ ନିଷ୍ରୋଳ ନାମକ ଦବେତାର ଗୃହ ରେ ପୂଜା କଲା ବେଳେ ତା'ର ଦୁଇ ପୁତ୍ର ଅଦ୍ରମ୍ମଲକେ ଓ ଶ ରେତ୍ସର ତାକୁ ଖଡ୍ଗ ରେ ବଧ କଲେ। ତା'ପ ରେ ସମାନେେ ଅରାରଟ ଦେଶକୁ ପଳାଯନ କଲେ। ତେଣୁ ତାହାର ପୁତ୍ର ଏସରହଦ୍ଦୋନ ଅଶୂରର ରାଜତ୍ବ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ଼୍‍ଗରେ ବଧ କଲେ । ତହୁଁ ସେମାନେ ଅରାରଟ ଦେଶକୁ ପଳାୟନ କଲେ । ପୁଣି, ତାହାର ପୁତ୍ର ଏସର୍ହଦ୍ଦୋନ ତାହାର ପଦରେ ରାଜ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ସ‌‌‌ନ୍‌‌‌ହେରୀବ ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କଲାବେଳେ ତା’ର ଦୁଇ ପୁତ୍ର ଅଦ୍ରମ୍ମେଲକ ଓ ଶରେ‌ତ୍‌ସର ତାକୁ ‌‌ଖ‌ଡ଼୍‌ଗରେ ବଧ କଲେ। ତା’ପରେ ସେମାନେ ଅରାରଟ ଦେଶକୁ ପଳାୟନ କଲେ। ତେଣୁ ତାହାର ପୁତ୍ର ଏସରହଦ୍ଦୋନ ଅଶୂରର ରାଜତ୍ୱ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍‍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।