Isaiah 37:4 — Compare Translations

5 translations compared side by side

Odia - 1840
"ହାଇପୋ ରେ ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀଯ ରାଜା ଦ୍ବାରା ପ୍ ରରେିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ବର ଯେଉଁ କଥା ଶୁଣି ଅଛନ୍ତି, ତାହାପାଇଁ ଅନୁୟୋଗ କରିବେ। ଏଣୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସମାନଙ୍କେ ପାଇଁ ତୁମ୍ଭେ ପ୍ରାର୍ଥନା କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର ।
Odia Bible ERV 2004 (ପବିତ୍ର ବାଇବଲ)
ହୋଇପାରେ ଜୀବନ୍ତ ପରମେଶ୍ୱରଙ୍କୁ ଧି‌କ୍‌କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‌ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣି ଅଛନ୍ତି, ତାହାପାଇଁ ଅନୁଯୋଗ କରିବେ। ଏଣୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ପାଇଁ ତୁମ୍ଭେ ପ୍ରାର୍ଥନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
Odia IRV 2017 (ଓଡିଆ ବାଇବେଲ)
ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”