Isaiah 37:5 — Compare Translations

5 translations compared side by side

Odia - 1840
"ରାଜା ହିଜକିଯଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ହିଜକିୟଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ପହଞ୍ଚିଲେ। ଯିଶାଇୟ ସେମାନଙ୍କୁ କହିଲେ, “ଏହି କଥା ତୁମ୍ଭର ପ୍ରଭୁ ହିଜକିୟଙ୍କୁ ଦିଅ। ସଦାପ୍ରଭୁ କୁହନ୍ତି, ‘ଅଶୂର ରାଜାର ଦାସମାନେ “ବାଳକମାନଙ୍କୁ” ନିନ୍ଦା କରିବାର ଯେଉଁ କଥା ଶୁଣିଅଛ! ତହିଁରେ ଭୟଭୀତ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।