Isaiah 37:6 — Compare Translations
4 translations compared side by side
Odia - 1840
"ଯିଶାଇୟ ସମାନଙ୍କେୁ କହିଲେ, ଏହି କଥା ତୁମ୍ଭର ପ୍ରଭୁ ହିଜକିଯଙ୍କୁ ଦିଅ। ସଦାପ୍ରଭୁ କୁହନ୍ତି, ଅଶୂର ରାଜାର ଦାସମାନେ ବାଳକମାନଙ୍କୁ' ନିନ୍ଦା କରିବାର ଯେଉଁ କଥା ଶୁଣିଅଛ! ତହିଁରେ ଭୟଭୀତ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।