Isaiah 37:7 — Compare Translations
5 translations compared side by side
Odia - 1840
"ଦେଖ, ଆମ୍ଭେ ଅଶୂରୀଯ ରାଜ ମଧିଅରେ ଏକ ଆତ୍ମା ପ୍ରବେଶ କରାଇବା ଓ କୌଣସି ଜନରବ ଶୁଣି ନିଜ ଦେଶକୁ ଫରେିୟିବ। ସେତବେେଳେ ତାହାରି ନିଜ ଦେଶ ରେ ଆମ୍ଭେ ତାକୁ ଖଡ୍ଗ ରେ ନିପାତ କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ଼୍ଗ ଦ୍ଵାରା ତାହାକୁ ନିପାତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଆମ୍ଭେ ଅଶୂରୀୟ ରାଜା ମଧ୍ୟରେ ଏକ ଆତ୍ମା ପ୍ରବେଶ କରାଇବା ଓ କୌଣସି ଜନରବ ଶୁଣି ନିଜ ଦେଶକୁ ଫେରିଯିବ। ସେତେବେଳେ ତାହାରି ନିଜ ଦେଶରେ ଆମ୍ଭେ ତାକୁ ଖଡ଼୍ଗରେ ନିପାତ କରିବା।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।”