Isaiah 37:9 — Compare Translations
5 translations compared side by side
Odia - 1840
"ଅଶୂରର ରାଜା ଶୁଣିବାକୁ ପାଇଲେ, ରାଜା ତିହୀକ କୂଶ ଦେଶ ରେ ତାଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସୁଛନ୍ତି, ଯେତବେେଳେ ଅଶୂରର ରାଜା ଏକଥା ଶୁଣିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜା ଶୁଣିବାକୁ ପାଇଲେ, “ରାଜା ତିହୀକ କୂଶ ଦେଶରେ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସୁଛନ୍ତି,” ଯେତେବେଳେ ଅଶୂରର ରାଜା ଏ କଥା ଶୁଣିଲେ, ସେ ହିଜକିୟ ପାଖକୁ ଦୂତଗଣ ପଠାଇଲେ ଏବଂ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
Odia IRV 2017 (ଓଡିଆ ବାଇବେଲ)