Isaiah 38:1 — Compare Translations

5 translations compared side by side

Odia - 1840
"ସହେି ସମୟରେ ହିଜକିଯ ସାଂଘାତିକ ରୋଗ ରେ ପୀଡ଼ିତ ହେଲେ। ତେଣୁ ଆମାେସଙ୍କ ପୁତ୍ର ଭବିଷ୍ଯତ୍ ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କର ପୀଡ଼ିତାବସ୍ଥା ସେହି ସମୟରେ ହିଜକିୟ ସାଂଘାତିକ ରୋଗରେ ପୀଡ଼ିତ ହେଲେ। ତେଣୁ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ,“ସଦାପ୍ରଭୁ ମୋତେ ଏହିକଥା କହିଛନ୍ତି, ‘ତୁମ୍ଭେ କେବେ ଆରୋଗ୍ୟ ହେବ ନାହିଁ, ତୁମ୍ଭେ ନିଶ୍ଚୟ ମରିବ। ତେଣୁ ତୁମ୍ଭେ ତୁମ୍ଭର ଗୃହକୁ ସଜାଡ଼।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”