Isaiah 38:10 — Compare Translations

5 translations compared side by side

Odia - 1840
"ମୁଁ ନିଜକୁ କହିଲି ମୁଁ ଆପଣା ଆଯୁର ମଧ୍ଯାହ୍ନ ସମୟରେ ପାତାଳପୁର ଦ୍ବାର ରେ ପ୍ରବେଶ କରିବି। ମୁଁ ନିଜର ଜୀବନ ସମୟର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ଵାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଜକୁ କହିଲି ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳପୁର ଦ୍ୱାରରେ ପ୍ରବେଶ କରିବି। ମୁଁ ନିଜର ଜୀବନ ସମୟର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ କହିଲି, “ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।