Isaiah 38:11 — Compare Translations
5 translations compared side by side
Odia - 1840
"ତେଣୁ ମୁଁ କହିଲି, ମୁଁ ସଦାପ୍ରଭୁଙ୍କୁ ଜୀବିତମାନଙ୍କ ଦେଶ ରେ ଦେଖିବି ନାହିଁ। ପୁଣି ଏ ଜଗତ ରେ ଜୀବିତମାନଙ୍କୁ ମଧ୍ଯ ଦେଖିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ କହିଲି, “ମୁଁ ସଦାପ୍ରଭୁଙ୍କୁ ଜୀବିତମାନଙ୍କ ଦେଶରେ ଦେଖିବି ନାହିଁ। ପୁଣି ଏ ଜଗତରେ ଜୀବିତମାନଙ୍କୁ ମଧ୍ୟ ଦେଖିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।