Isaiah 38:12 — Compare Translations
5 translations compared side by side
Odia - 1840
"ମଷେପାଳକର ତମ୍ବୁକୁ ତା'ଠାରୁ ସ୍ଥାନାନ୍ତରିତ କଲାପରି ମାରେ ଆଯୁକୁ ମାଠାରୁେ ଦୂରୀକୃତ କରାୟାଇଛି। ମାରେ ଜୀବନକୁ ତନ୍ତପରି ଗୁଡ଼ାଇ ଅଛି। ସେ ମାେତେ ତନ୍ତରୁ କାଟି ପକାଇବେ। ଏକ ଦିବାରାତ୍ର ସମୟ ମଧିଅରେ ମାରେ ଜୀବନ ନିଃଶଷେ କରି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷ-ପାଳକର ତମ୍ଵୁ ପରି ମୋʼଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକର ତମ୍ବୁକୁ ତା’ଠାରୁ ସ୍ଥାନାନ୍ତରିତ କଲାପରି ମୋର ଆୟୁକୁ ମୋ’ଠାରୁ ଦୂରୀକୃତ କରାଯାଇଛି। ମୋର ଜୀବନକୁ ତନ୍ତପରି ଗୁଡ଼ାଇ ଅଛି। ସେ ମୋତେ ତନ୍ତରୁ କାଟି ପକାଇବେ। ଏକ ଦିବାରାତ୍ରି ସମୟ ମଧ୍ୟରେ ମୋର ଜୀବନ ନିଃଶେଷ କରି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
Odia IRV 2017 (ଓଡିଆ ବାଇବେଲ)
ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋ’ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।