Isaiah 38:14 — Compare Translations
5 translations compared side by side
Odia - 1840
"ମୁଁ କପୋତ, ଚାତକ ଓ ସାରସ ପକ୍ଷୀପରି ଶବ୍ଦ କଲି। ଉପରକୁ ଦୃଷ୍ଟି କରି କରି ମାରଚେକ୍ଷୁ କ୍ଲାନ୍ତ ହାଇଗେଲା। ହେ ସଦାପ୍ରଭୁ, ମୁଁ ବିପଦଗ୍ରସ୍ତ, ତୁମ୍ଭେ ମାେତେ ସାହାୟ୍ଯ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶଦ୍ଦ କରନ୍ତି, ସେପରି ମୁଁ ଚିଁ ଚିଁ ଶଦ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କପୋତ, ଗ୍ଭତକ ଓ ସାରସ ପକ୍ଷୀ ପରି ଶବ୍ଦ କଲି। ଉପରକୁ ଦୃଷ୍ଟି କରି କରି ମୋର ଚକ୍ଷୁ କ୍ଳାନ୍ତ ହୋଇଗଲା। ହେ ସଦାପ୍ରଭୁ, ମୁଁ ବିପଦଗ୍ରସ୍ତ, ତୁମ୍ଭେ ମୋତେ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।