Isaiah 38:15 — Compare Translations

5 translations compared side by side

Odia - 1840
"ମୁଁ କ'ଣ କହିବି? ଯେତବେେଳେ ସେ ମାେତେ କହି ଅଛନ୍ତି ଓ ତାହା ନିଜେ ସାଧନ କରିଛନ୍ତି। ମାରେ ଆତ୍ମା ତିକ୍ତତା ସକାେଶ ମୁଁ ବର୍ଷୟାକ ଧୀ ରେ ଧୀ ରେ ଚାଲିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କ’ଣ କହିବି? ଯେତେବେଳେ ସେ ମୋତେ କହି ଅଛନ୍ତି ଓ ତାହା ନିଜେ ସାଧନ କରିଛନ୍ତି। ମୋର ଆତ୍ମା ତିକ୍ତତା ସକାଶେ ମୁଁ ବର୍ଷଯାକ ଧୀରେ ଧୀରେ ଗ୍ଭଲିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।