Isaiah 38:17 — Compare Translations

5 translations compared side by side

Odia - 1840
"ଦେଖ, ମାରଦେୁଃଖ ଚାଲିୟାଇଛି, ବର୍ତ୍ତମାନ ମାରେଶାନ୍ତି ଆସିଛି। ମାତ୍ର ତୁମ୍ଭେ ମାେତେ ପ୍ ରମେ କରି ବିନାଶ କୂପରୁ ମାରେ ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମାେତେ କ୍ଷମା କରି ମାରେସମସ୍ତ ପାପକୁ ପଛକୁ ପକାଇ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୋର ଦୁଃଖ ଗ୍ଭଲିଯାଇଛି, ବର୍ତ୍ତମାନ ମୋର ଶାନ୍ତି ଆସିଛି। ମାତ୍ର ତୁମ୍ଭେ ମୋତେ ପ୍ରେମ କରି ବିନାଶ କୂପରୁ ମୋର ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମୋତେ କ୍ଷମା କରି ମୋର ସମସ୍ତ ପାପକୁ ପଛକୁ ପକାଇ ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋ’ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।