Isaiah 38:19 — Compare Translations

5 translations compared side by side

Odia - 1840
"ମୁଁ ଯେପରି କରୁଅଛି ସହେିପରି ଜୀବିତ ଲୋକେ ତୁମ୍ଭର ପ୍ରଶଂସା କରିବେ। ଜଣେ ପିତା ତା'ର ସନ୍ତାନଗଣଙ୍କୁ ତୁମ୍ଭର ସତ୍ଯତା ଜ୍ଞାନ ବିଶ୍ବାସ କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆଜି ମୁଁ କରୁଅଛି, ସେପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେପରି କରୁଅଛି ସେହିପରି ଜୀବିତ ଲୋକେ ତୁମ୍ଭର ପ୍ରଶଂସା କରିବେ। ଜଣେ ପିତା ତା’ର ସନ୍ତାନଗଣଙ୍କୁ ତୁମ୍ଭର ସତ୍ୟତା ଜ୍ଞାନ ବିଶ୍ୱାସ କରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।