Isaiah 38:2 — Compare Translations

5 translations compared side by side

Odia - 1840
"ଏଥି ରେ ହିଜକିଯ ମନ୍ଦିର ଆଡ଼େ ମୁହଁ ଫରୋଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହିଜକୀୟ କାନ୍ଥଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ହିଜକିୟ ମନ୍ଦିର ଆଡ଼େ ମୁହଁ ଫେରାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ହିଜକୀୟ କାନ୍ଥଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,