Isaiah 38:20 — Compare Translations
5 translations compared side by side
Odia - 1840
"ତେଣୁ ମୁଁ କହିବି, ସଦାପ୍ରଭୁ ମାେତେ ପରିତ୍ରାଣ କଲେ। ତେଣୁ ଆମ୍ଭମାନେେ ଜୀବନସାରା ସଦାପ୍ରଭୁଙ୍କ ମନ୍ଦିର ରେ ତାରୟୁକ୍ତ ୟନ୍ତ୍ର ସହିତ ସଙ୍ଗୀତ ଗାନ କରିବୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ କହିବି, “ସଦାପ୍ରଭୁ ମୋତେ ପରିତ୍ରାଣ କଲେ। ତେଣୁ ଆମ୍ଭେମାନେ ଜୀବନସାରା ସଦାପ୍ରଭୁଙ୍କ ମନ୍ଦିରରେ ତାରଯୁକ୍ତ ଯନ୍ତ୍ର ସହିତ ସଙ୍ଗୀତ ଗାନ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।”