Isaiah 38:22 — Compare Translations

5 translations compared side by side

Odia - 1840
"ମାତ୍ର ହିଜକିଯ ଯିଶାଇୟଙ୍କୁ ପ୍ରଶ୍ନ କଲେ, ମୁଁ ଭଲ ହବେି ସଦାପ୍ରଭୁ କି ସଙ୍କତେ ଦ୍ବାରା ପ୍ରମାଣ କରିବେ। ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟିବି କେଉଁ ସଙ୍କତେ ଦ୍ବାରା ପ୍ରମାଣିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଜକୀୟ ମଧ୍ୟ କହିଥିଲା, ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହିଜକିୟ ଯିଶାଇୟଙ୍କୁ ପ୍ରଶ୍ନ କଲେ, “ମୁଁ ଭଲ ହେବି, ସଦାପ୍ରଭୁ କି ସଙ୍କେତ ଦ୍ୱାରା ପ୍ରମାଣ କରିବେ? ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯିବି କେଉଁ ସଙ୍କେତ ଦ୍ୱାରା ପ୍ରମାଣିତ ହେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”
Odia IRV 2017 (ଓଡିଆ ବାଇବେଲ)
ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”