Isaiah 38:3 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ମୁଁ ବିନଯ କରି କହୁଅଛି, ମୁଁ ବିଶ୍ବସ୍ତ ଭାବରେ ସର୍ବାନ୍ତଃକରଣ ରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର। ଏହା କହି ହିଜକିଯ ଅତିଶଯ ରୋଦନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ, ହିଜକୀୟ ଅତିଶୟ ରୋଦନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ମୁଁ ବିନୟ କରି କହୁଅଛି, ମୁଁ ବିଶ୍ୱସ୍ତ ଭାବରେ ସର୍ବାନ୍ତଃକରଣରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର।” ଏହା କହି ହିଜକିୟ ଅତିଶୟ ରୋଦନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
Odia IRV 2017 (ଓଡିଆ ବାଇବେଲ)
“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।