Isaiah 38:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ହିଜକିଯ ନିକଟକୁ ୟାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ବର ସଦାପ୍ରଭୁ ଏହିକଥା କୁହନ୍ତି, 'ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆଯୁ ପନ୍ଦରବର୍ଷ ବଢ଼ାଇବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବ-ପୁରୁଷ ଦାଉଦଙ୍କ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହିଜକିୟ ନିକଟକୁ ଯାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ସଦାପ୍ରଭୁ ଏହିକଥା କୁହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆୟୁ ପନ୍ଦରବର୍ଷ ବଢ଼ାଇବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।