Isaiah 38:6 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ଓ ତୁମ୍ଭର ନଗରକୁ ଅଶୂରୀଯ ରାଜା ହସ୍ତରୁ ରକ୍ଷା କରିବି ଓ ଏହି ନଗରର ସପକ୍ଷ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଓ ତୁମ୍ଭର ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବି ଓ ଏହି ନଗରର ସପକ୍ଷ ନେବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।