Isaiah 38:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ବାକ୍ଯ ସଫଳ କରିବେ ତୁମ୍ଭକୁ ତାଙ୍କଠାରୁ ଏହି ଚିହ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ବାକ୍ୟ ସଫଳ କରିବେ ତୁମ୍ଭକୁ ତାଙ୍କଠାରୁ ଏହି ଚିହ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;