Isaiah 38:8 — Compare Translations

5 translations compared side by side

Odia - 1840
" ଦେଖ, ମୁଁ ଆହସର ସୂର୍ୟ୍ଯ ଘଟିକା ରେ ସୂର୍ୟ୍ଯର ଛାଯା ଯେତେ ଆଗକୁ ୟାଇଅଛି, ତାହାକୁ ଦିଗପାହୁଣ୍ଡ ପଛକୁ ଫରୋଇ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ତ ପଛକୁ ଫେରାଇ ଆଣିବା । ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ମୁଁ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହାକୁ ଦିଗପାହୁଣ୍ଡ ପଛକୁ ଫେରାଇ ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା।” ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।