Isaiah 39:1 — Compare Translations

5 translations compared side by side

Odia - 1840
"ସହେି ସମୟରେ ବାବିଲ ରାଜା ବଲଦନର ପୁତ୍ର ମଲୋଦକ୍-ବଲଦନ ହିଜକିଯ ନିକଟକୁ ପତ୍ର ଓ ଦର୍ଶନୀ ପଠାଇଲା। କାରଣ ହିଜକିଯଙ୍କର ଅସୁସ୍ଥତା ଓ ଆରୋଗ୍ୟ ଲାଭ ସେ ଶୁଣିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲରୁ ଦୂତଗଣ ସେହି ସମୟରେ ବାବିଲ ରାଜା ବ‌ଲ୍‌ଦନର ପୁତ୍ର ମରୋଦକ୍-ବ‌ଲ୍‌ଦନ୍ ହିଜକିୟ ନିକଟକୁ ପତ୍ର ଓ ଦର୍ଶନୀ ପଠାଇଲା। କାରଣ ହିଜକିୟଙ୍କର ଅସୁସ୍ଥତା ଓ ଆରୋଗ୍ୟ ଲାଭ ସେ ଶୁଣିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।