Isaiah 39:2 — Compare Translations

5 translations compared side by side

Odia - 1840
"ଏଥି ରେ ହିଜକିଯ ଅତିଶଯ ସନ୍ତୁଷ୍ଟ ହାଇେ ନିଜର ବହୁମୂଲ୍ଯ ପଦାର୍ଥର ଗୃହ, ରୂପା, ସୂନା, ସୁଗନ୍ଧିତ ଦ୍ରବ୍ଯ ବହୁମୂଲ୍ଯ ତୈଳ, ନିଜର ଅସ୍ତ୍ରାଗାର ଓ ଆପଣା ଭଣ୍ଡାର ସ୍ଥିତ ସମସ୍ତ ଦ୍ରବ୍ଯ ସମାନଙ୍କେୁ ଦଖାଇେଲେ। ହିଜକିଯ ଯାହା ସମାନଙ୍କେୁ ନ ଦଖାଇେଲା ତାହା ତା'ର ଗୃହ ରେ କିମ୍ବା ସମଗ୍ର ରାଜ୍ଯ ରେ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା ଓ ସୁନା ଓ ସୁଗନ୍ଧିଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କି ତାହାର ସମୁଦାୟ ରାଜ୍ୟରେ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ହିଜକିୟ ଅତିଶୟ ସନ୍ତୁଷ୍ଟ ହୋଇ ନିଜର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିତ ଦ୍ରବ୍ୟ, ବହୁମୂଲ୍ୟ ତୈଳ, ନିଜର ଅସ୍ତ୍ରାଗାର ଓ ଆପଣା ଭଣ୍ଡାର ସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକିୟ ଯାହା ସେମାନଙ୍କୁ ନ ଦେଖାଇଲା ତାହା ତା’ର ଗୃହରେ କିମ୍ବା ସମଗ୍ର ରାଜ୍ୟରେ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।