Isaiah 39:3 — Compare Translations

5 translations compared side by side

Odia - 1840
"ସେତବେେଳେ ଭବିଷ୍ଯତ୍ବକ୍ତା ଯିଶାଇୟ ରାଜା ହିଜକିଯ ନିକଟକୁ ୟାଇ ତାଙ୍କୁ ପଚାରିଲେ, ଏହି ଲୋକମାନେ କ'ଣ କହିଲେ? ସମାନେେ କେଉଁଠାରୁ ଆସିଲେ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲା, ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ରାଜା ହିଜକିୟ ନିକଟକୁ ଯାଇ ତାଙ୍କୁ ପଗ୍ଭରିଲେ, “ଏହି ଲୋକମାନେ କ’ଣ କହିଲେ? ସେମାନେ କେଉଁଠାରୁ ଆସିଲେ?” ହିଜକିୟ କହିଲେ, “ସେମାନେ ଦୂରଦେଶ ବାବିଲରୁ ମୋତେ ଦେଖିବାକୁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋ’ ନିକଟକୁ ଆସିଅଛନ୍ତି।”