Isaiah 39:4 — Compare Translations
5 translations compared side by side
Odia - 1840
"ଯିଶାଇୟ ପଚାରିଲେ, ସମାନେେ ତୁମ୍ଭ ଗୃହ ରେ କ'ଣ ଦେଖିଅଛନ୍ତି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲା, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟ ପଗ୍ଭରିଲେ, “ସେମାନେ ତୁମ୍ଭ ଗୃହରେ କ’ଣ ଦେଖିଅଛନ୍ତି?” ହିଜକିୟ ଉତ୍ତର କଲେ, “ମୋ’ ଗୃହରେ ଯାହାସବୁ ଥିଲା ମୁଁ ସେ ସମସ୍ତ ତାଙ୍କୁ ଦେଖାଇଲି। ଏପରି କୌଣସି ଜିନିଷ ମୋ’ ଭଣ୍ଡାରରେ ନାହିଁ ଯାହାକି ମୁଁ ତାଙ୍କୁ ଦେଖାଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାରସମୂହରେ ନାହିଁ।”