Isaiah 39:5 — Compare Translations

5 translations compared side by side

Odia - 1840
"ଏଥି ରେ ଯିଶାଇୟ ହିଜକିଯଙ୍କୁ କହିଲେ, ସଦାପ୍ରଭୁ ସର୍ବଶକ୍ତିମାନଙ୍କ କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିଶାଇୟ ହିଜକୀୟକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯିଶାଇୟ ହିଜକିୟଙ୍କୁ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନଙ୍କ କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।