Isaiah 39:6 — Compare Translations
5 translations compared side by side
Odia - 1840
"ଦେଖ, ଏକ ସମୟ ଆସୁଛି ଯେତବେେଳେ ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ଯ ଓ ଆଜି ପର୍ୟ୍ଯନ୍ତ ସଞ୍ଚିତ ତୁମ୍ଭ ପୂର୍ବପୁରୁଷଙ୍କ ଦ୍ରବ୍ଯ ବାବିଲକୁ ନିଆୟିବ।' ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି କୌଣସି ଦ୍ରବ୍ଯ ଛଡ଼ାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ‘ଏକ ସମୟ ଆସୁଛି ଯେତେବେଳେ ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ସଞ୍ଚିତ ତୁମ୍ଭ ପୂର୍ବପୁରୁଷଙ୍କ ଦ୍ରବ୍ୟ ବାବିଲକୁ ନିଆଯିବ। ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି କୌଣସି ଦ୍ରବ୍ୟ ଛଡ଼ାଯିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ।