Isaiah 39:7 — Compare Translations

5 translations compared side by side

Odia - 1840
"ତୁମ୍ଭ ଔରସରୁ ଜାତ ସନ୍ତାନମାନଙ୍କୁ ବାବିଲମାନେ ନଇେଯିବେ ଓ ସମାନଙ୍କେୁ ବାବିଲମାନେ ରାଜାଙ୍କ ଅଟ୍ଟାଳିକା ରେ ନପୁଂସକ କରି ରଖିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଔରସରୁ ଜାତ ସନ୍ତାନମାନଙ୍କୁ ବାବିଲମାନେ ନେଇଯିବେ ଓ ସେମାନଙ୍କୁ ବାବିଲମାନେ ରାଜାଙ୍କ ଅଟ୍ଟାଳିକାରେ ନପୁଂସକ କରି ରଖିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”