Isaiah 39:8 — Compare Translations

5 translations compared side by side

Odia - 1840
"ସେତବେେଳେ ହିଜକିଯ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ଯ କହିଅଛ ତାହା ଉତ୍ତମ। ସେ ପୁଣି କହିଲା, କାରଣ ମାେ ସମୟରେ ଶାନ୍ତି ଓ ସତ୍ଯତା ବିରାଜିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ହିଜକିୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ ତାହା ଉତ୍ତମ।” ସେ ପୁଣି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”