Isaiah 4:1 — Compare Translations
5 translations compared side by side
Odia - 1840
"ସହେି ସମୟରେ ସାତଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, ଆମ୍ଭମାନେେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହା ହେଲେ ଆମ୍ଭମାନେେ ଆମ୍ଭମାନଙ୍କର ସମସ୍ତ କାର୍ୟ୍ଯ କରିବୁ। ଆମ୍ଭମାନଙ୍କୁ କବଳେ ତୁମ୍ଭର ନାମ ରେ ଖ୍ଯାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସାତ ଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହାହେଲେ ଆମ୍ଭେମାନେ ଆମ୍ଭମାନଙ୍କର ସମସ୍ତ କାର୍ଯ୍ୟ କରିବୁ। ଆମ୍ଭମାନଙ୍କୁ କେବଳ ତୁମ୍ଭର ନାମରେ ଖ୍ୟାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”