Isaiah 4:2 — Compare Translations

5 translations compared side by side

Odia - 1840
"ସହେି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀଯ ଓ ମହାନ୍ ହବେ। ଇଶ୍ରାୟେଲର ପରିବେଷ୍ଟନୀଯର ଉପୟୋଗୀ ସମାନଙ୍କେ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀୟ ଓ ମହାନ ହେବ। ଇସ୍ରାଏଲର ପରିବେଷ୍ଟନୀୟର ଉପଯୋଗୀ ସେମାନଙ୍କ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ୱିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।