Isaiah 4:3 — Compare Translations

5 translations compared side by side

Odia - 1840
"ସହେି ସମୟରେ ସିୟୋନ ଓ ୟିରୁଶାଲମର ଅବଶିଷ୍ଟ ସମସ୍ତ ଲୋକ ସ୍ବତନ୍ତ୍ର ଓ ପବିତ୍ର ଲୋକ ବୋଲି କଥିତ ହବେେ। ଏହା ସହେି ଲୋକମାନଙ୍କ ପ୍ରତି ଘଟିବ ଯେଉଁମାନେ ଏକ ସ୍ବତନ୍ତ୍ର ତାଲିକା ରେ ଥିବେ ଓ ସହେି ତାଲିକାଭୁକ୍ତ ଲୋକେ କବଳେ ବଞ୍ଚି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସିୟୋନ ଓ ଯିରୁଶାଲମର ଅବଶିଷ୍ଟ ସମସ୍ତ ଲୋକ ସ୍ୱତନ୍ତ୍ର ଓ ପବିତ୍ର ଲୋକ ବୋଲି କଥିତ ହେବେ। ଏହା ସେହି ଲୋକମାନଙ୍କ ପ୍ରତି ଘଟିବ ଯେଉଁମାନେ ଏକ ସ୍ୱତନ୍ତ୍ର ତାଲିକାରେ ଥିବେ ଓ ସେହି ତାଲିକାଭୁକ୍ତ ଲୋକେ କେବଳ ବଞ୍ଚି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;