Isaiah 4:5 — Compare Translations

5 translations compared side by side

Odia - 1840
"ସେତବେେଳେ ପରମେଶ୍ବର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସ ରେ ପରମେଶ୍ବର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରି ରେ ଜ୍ବଳନ୍ତ ଅଗ୍ନି ଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହବେ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘ ରେ ଆଚ୍ଛାଦିତ ହବେ। ପ୍ରେତ୍ୟକକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପରମେଶ୍ୱର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସରେ ପରମେଶ୍ୱର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରିରେ ଜ୍ୱଳନ୍ତ ଅଗ୍ନିଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହେବ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘରେ ଆଚ୍ଛାଦିତ ହେବ। ପ୍ରତ୍ୟେକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।