Isaiah 4:6 — Compare Translations

5 translations compared side by side

Odia - 1840
"ଏହି ଆଚ୍ଛାଦନ ଏକ ନିରାପଦ ସ୍ଥାନ ହବେ। ଏହା ଦିବସ ରେ ସୂର୍ୟ୍ଯ ତାପରୁ ସୁରକ୍ଷା ଦବେ ଓ ସମସ୍ତ ବନ୍ଯା, ଝଡ଼ ଓ ବର୍ଷାରୁ ଏହି ଛାଯା ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଆଚ୍ଛାଦନ ଏକ ନିରାପଦ ସ୍ଥାନ ହେବ। ଏହା ଦିବସରେ ସୂର୍ଯ୍ୟ ତାପରୁ ସୁରକ୍ଷା ଦେବ ଓ ସମସ୍ତ ବନ୍ୟା, ଝଡ଼ ଓ ବର୍ଷାରୁ ଏହି ଛାୟା ରକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।