Isaiah 40:1 — Compare Translations

5 translations compared side by side

Odia - 1840
"ତୁମ୍ଭର ପରମେଶ୍ବର ଏହା କୁହନ୍ତି, ମାେ ଲୋକମାନଙ୍କୁ ସାନ୍ତ୍ବନା ଦିଅ, ସାନ୍ତ୍ବନା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଲୋକମାନଙ୍କୁ ସାନ୍ତ୍ଵନା କର, ସାନ୍ତ୍ଵନା କର, ତୁମ୍ଭମାନଙ୍କ ପରମେଶ୍ଵର ଏହା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଦଣ୍ଡ ସମାପ୍ତି ତୁମ୍ଭର ପରମେଶ୍ୱର ଏହା କୁହନ୍ତି, “ମୋ’ ଲୋକମାନଙ୍କୁ ସାନ୍ତ୍ୱନା ଦିଅ, ସାନ୍ତ୍ୱନା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର, ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ମୋ’ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।