Isaiah 40:10 — Compare Translations
5 translations compared side by side
Odia - 1840
"ଦେଖ, ମାରେପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନଇେ ଆସୁଛନ୍ତି ଓ ତାଙ୍କର ବାହୁ ବଳ ରେ ସେ କତ୍ତୃର୍ତ୍ବ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ଵ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଅଗ୍ରେ ତାହାଙ୍କର ପ୍ରତିଫଳ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୋର ପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନେଇ ଆସୁଛନ୍ତି ଓ ତାଙ୍କର ବାହୁ ବଳରେ ସେ କର୍ତ୍ତୃତ୍ୱ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।